ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ବର୍ତ୍ତମାନ ସମୟ ରେ ଅଭିନୟ ଦୁନିଆ ସମସ୍ତ ଙ୍କ ବେଶ୍ ଲୋକ ପ୍ରିୟ ହୋଇ ପାରିଛି । ଏହି ଅଭିନୟ ଦୁନିଆ ରେ ଦର୍ଶକ ମାନ ଙ୍କ ମନୋରଂଜନ କରାଇବା ପାଇଁ ଅନେକ ଚଳଚ୍ଚିତ୍ର ନିର୍ମିତ ହେଉଛି । ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ମାନେ ଅଛନ୍ତି । ଏହି ଅଭିନେତା ଓ ଅଭିନେତ୍ରୀ ମାନେ ସୋସିଆଲ ମିଡ଼ିଆ ରେ ବେଶ୍ ଚର୍ଚ୍ଚା ରେ ରୁହନ୍ତି ।
ତାହା ନିଜ ସୁଟିଂ ସେଟ ର ଦୃଶ୍ୟ କୁ ନେଇ ହେଉ ବ୍ୟକ୍ତିଗତ ଜୀବନ ର ଦୃଶ୍ୟ କୁ ନେଇ ହେଉ । ବର୍ତ୍ତମାନ୍ ସମୟ ରେ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଓ ଏଲିନା ସାମନ୍ତରାୟ ବେଶ୍ ଚର୍ଚ୍ଚା ରେ ଅଛନ୍ତି ଓ ଆଜି ଆମେ ଏହି ବିଷୟ ରେ ଜାଣିବା । ତାହେଲେ ବନ୍ଧୁଗଣ ଆପଣ ମାନେ ଏଲିନା ସାମନ୍ତରାୟ ଙ୍କୁ ବହୁ ସାରା ଚଳଚ୍ଚିତ୍ର ରେ ଜବରଦସ୍ତ ଅଭିନୟ କରିଥିବା ର ଆପଣ ମାନେ ଦେଖିଥିବେ ।
ଏଲିନା ନିଜ ଅଭିନୟ ପାଇଁ ଆଜି ସାରା ଓଡ଼ିଶା ର ଘର୍ ଘରେ ପରିଚିତ । ନିଜ ଜବରଦସ୍ତ ଅଭିନୟ ପାଇଁ ବେଶ୍ ଲୋକ। ପରିଚିତ ହେବା ସହ ଓଡିଆ ଇଣ୍ଡଷ୍ଟ୍ରି ରେ ଏକ ସ୍ବତନ୍ତ୍ର ପରିଚୟ ପାଇ ପାରିଛନ୍ତି । ଆପଣ ମାନେ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଙ୍କୁ ମଧ୍ୟ ବେଶ୍ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ଜଣକ ଓଡିଆ ଇଣ୍ଡଷ୍ଟ୍ରି ର ଚୁଲବୁଲି ନାୟିକା ଭାବେ ବେଶ୍ ପରିଚିତ । ଆପଣ ମାନେ ତାଙ୍କ ଜବରଦସ୍ତ ଅଭିନୟ ବହୁ ସାରା ଚଳଚ୍ଚିତ୍ର ରେ ଦେଖିଥିବେ ।
ବର୍ତ୍ତମାନ୍ ସମୟ ରେ ସୋସିଆଲ ମିଡ଼ିଆରେ ଏକ ଭିଡିଓ ବହୁ ପରିମାଣ ରେ ଭାଇରାଲ ହେଉଛି, ବେଶ ଚର୍ଚ୍ଚା ରେ ଅଛନ୍ତି , ହଁ ବନ୍ଧୁ ଏଲିନା ସାମନ୍ତରାୟ ଓ ଅର୍ଚ୍ଚିତା ସାହୁ ଉଭୟ ଏକ କାର ରେ ଯାଉଥିବା ସମୟରେ ଏଲିନା ଶୋଇଥିବା ସମୟ ରେ ତାଙ୍କୁ ଅର୍ଚ୍ଚିତା ହଇରାଣ କରିଥିବାର ଦୃଶ୍ୟ ଦେଖିବାକୁ ମିଳିଛି ଓ ଏହି ଦୃଶ୍ୟ ଟି କୁ ଆପଣ ମାନେ ଆମର ଏହି ପେଜ ମାଧ୍ୟମ ରେ ଦେଖିବାକୁ ପାଉ ଥିବେ ।
ବନ୍ଧୁଗଣ ଖାଲି ସେତିକି ନୁହେଁ ପାଣି ଜାହାଜ ରେ ଅର୍ଚ୍ଚିତା , ସବ୍ୟ, ଅସୀମା ପଣ୍ଡା, ସତ୍ୟଜିତ , ଯୋଗେଶ ଯୋଯୋ ବହୁ ସାରା ମଜା ମସ୍ତି କରୁ ଥିବାର ଦୃଶ୍ୟ ମଧ୍ୟ ଦେଖିବାକୁ ମିଳିଛି , ଏହି ସମସ୍ତ କଳାକାର ବର୍ତ୍ତମାନ୍ ସମୟ ରେ ଆମେରିକାରେ ଅଛନ୍ତି ।।
ଯଦି ଆପଣ ଏମିତି ପ୍ରତି ଦିନର ନୂଆ ନୂଆ ଦେଶ ଦୁନିଆର ଖବର ସହିତ ମନୋରଞ୍ଜନ, ଧର୍ମ, ସ୍ୱାସ୍ଥ୍ୟ ଏମିତି ଆହୁରି ଅନେକ କିଛି ଖବର ଜାଣିବା ପାଇଁ ଚାହୁଁଛନ୍ତି ଆମ ପେଜକୁ ଲାଇକ ଓ ଫାଲୋ କରନ୍ତୁ । ଯଦି ଏହି ପୋଷ୍ଟଟି ଆପଣଙ୍କ ମନକୁ ଛୁଇଁଛି ତେବେ ଏହା ଅନ୍ୟ ମାନଙ୍କ ସହ ସେୟାର କରନ୍ତୁ ଧନ୍ୟବାଦ ।