Breaking News

ଓଡିଆ ସିନେମା ହିରୋଇନ ପ୍ରକୃତି ମିଶ୍ରଙ୍କ (Prakruti Mishra) ହ-ଟ ଯୋଗ ହେଲା ଭାଇରାଲ ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଅନେକ ଲୋକ ପ୍ରିୟ ଅଭିନେତ୍ରୀ ଅଛନ୍ତି । ଆପଣ ମାନେ ଏହି ସମସ୍ତ ଅଭିନେତ୍ରୀ ଙ୍କୁ ବେଶ୍ ଭଲ ଭାବରେ ଜାଣିଥିବେ ଓ ଏହି ଅଭିନେତ୍ରୀ ମାନେ ଜବରଦସ୍ତ ଅଭିନୟ ପାଇଁ ବେସ ଲୋକ ପ୍ରିୟ , ଏହି ଅଭିନେତ୍ରୀ ମାନ ଙ୍କ ମଧ୍ୟ ରୁ ବହୁ କମ୍ ଲୋକ ଅଭିନେତ୍ରୀ ଅଛନ୍ତି ଯେଉଁ ମାନେ ଶିଶୁ କଳାକାର ଭାବେ ବେଶ୍ ପରିଚିତ ।

ବନ୍ଧୁଗଣ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ପ୍ରାୟତ ସୋସିଆଲ ମିଡିଆ ରେ ବେସ ଆକ୍ଟିଭ ରହୁଛନ୍ତି ଓ ବେଳେ ବେଳେ ଚର୍ଚ୍ଚା ରେ ମଧ୍ୟ ରହୁଛନ୍ତି କିଛି ଦୃଶ୍ୟ କୁ ନେଇ । ତାହେଲେ ବନ୍ଧୁଗଣ ଠିକ ସେହିଭଳି ବର୍ତ୍ତମାନ୍ ସମୟ ରେ ଆମ ଓଡ଼ିଆ ଇଣ୍ଡଷ୍ଟ୍ରିର ଲୋକ ପ୍ରିୟ ଅଭିନେତ୍ରୀ ବେସ୍ ଚର୍ଚ୍ଚା ରେ ଅଛନ୍ତି ଓ ସୋସିଆଲ ମିଡ଼ିଆ ରେ ।

ତାହେଲେ ଆଜି ଆମେ ଏହି ବିଷୟ ରେ ଜାଣିବା । ଏହି ଅଭିନେତ୍ରୀ ଜଣକ ହେଉଛନ୍ତି ଆପଣ ମାନ ଙ୍କ ପ୍ରିୟ ଅଭିନେତ୍ରୀ ପ୍ରକୃତି ମିଶ୍ର । ଆପଣ ମାନେ ଅଭିନେତ୍ରୀ ପ୍ରକୃତି ମିଶ୍ର ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ , ଆମ ଓଡିଆ ଇଣ୍ଡଷ୍ଟ୍ରି ର ଆଗ ଧାଡି ର ଅଭିନେତ୍ରୀ ବା ଶିଶୁ କଳାକାର ଭାବେ ବେଶ୍ ପରିଚିତ । ଆପଣ ମାନେ ଅଭିନେତ୍ରୀ ପ୍ରକୃତି ମିଶ୍ର ଙ୍କୁ ବହୁ ସାରା ଚଳଚିତ୍ର ରେ ଦେଖିଥିବେ ।

ପୂର୍ବ ରୁ ସେ ଶିଶୁ କଳାକାର ଭାବେ ନଜର ଆସୁଥିଲେ ଓ ବର୍ତ୍ତମାନ୍ ସମୟ ରେ ମୁଖ୍ୟ ଅଭିନେତ୍ରୀ ଚରିତ୍ର ରେ ନଜର ଆସୁଛନ୍ତି । ନିଜ ଜବରଦସ୍ତ ଅଭିନୟ ପାଇଁ ସେ ଓଡ଼ିଶା ର ଘର୍ ଘରେ ପରିଚିତ । ବଲିଉଡ୍ ଇଣ୍ଡଷ୍ଟ୍ରି ରେ ମଧ୍ୟ କାମ କରି ସାରିଛନ୍ତି ଏହି ଅଭିନେତ୍ରୀ ଜଣକ , ବନ୍ଧୁଗଣ ବର୍ତ୍ତମାନ୍ ସମୟ ରେ ଏହି ଅଭିନେତ୍ରୀ ସୋସିଆଲ ମିଡ଼ିଆ ରେ ବେଶ୍ ସକ୍ରିୟ ରହୁଛନ୍ତି ।

ପ୍ରତ୍ୟେକ ଦିନ ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟ୍ ରେ ଅନେକ ଭିଡିଓ ବା ଫଟୋ ପୋଷ୍ଟ କରି ଥାଆନ୍ତି । ବର୍ତ୍ତମାନ୍ ସମୟ ରେ ଏହି ଅଭିନେତ୍ରୀ ଜଣକ ସୋସିଆଲ ମିଡ଼ିଆ ରେ ବେଶ୍ ଚର୍ଚ୍ଚା ରେ ଅଛନ୍ତି ଏକ ଭିଡିଓ କୁ ନେଇ ଯାହାକି ସୋସିଆଲ ମିଡ଼ିଆ ରେ ବହୁ ପରିମାଣ ରେ ଭାଈରାଲ ହେବା ରେ ଲାଗିଛି , ଯାହାକି ଆଜି ଆମେ ଜାଣିବା ।

ତାହେଲେ ବନ୍ଧୁଗଣ ବର୍ତ୍ତମାନ୍ ସମୟ ରେ ଏହି ଅଭିନେତ୍ରୀ ଙ୍କ ଅଭିନୟ ସୋସିଆଲ ମିଡ଼ିଆ ରେ ଦେଖିବାକୁ ମିଳିଛି ଓ ଏହି ଭିଡିଓ ରେ ପ୍ରକୃତି ମିଶ୍ର ଜିମ ସେଣ୍ଟର୍ ରେ ଜବରଦସ୍ତ exercise କରୁ ଥିବାର । ଏହି ଦୃଶ୍ୟ ଟି କୁ ଆପଣ ମାନେ ଆମର ଏହି ପେଜ ମାଧ୍ୟମ ରେ ଦେଖିବାକୁ ପାଉ ଥିବେ ।।

ଯଦି ଆପଣ ଏମିତି ପ୍ରତି ଦିନର ନୂଆ ନୂଆ ଦେଶ ଦୁନିଆର ଖବର ସହିତ ମନୋରଞ୍ଜନ, ଧର୍ମ, ସ୍ୱାସ୍ଥ୍ୟ ଏମିତି ଆହୁରି ଅନେକ କିଛି ଖବର ଜାଣିବା ପାଇଁ ଚାହୁଁଛନ୍ତି ଆମ ପେଜକୁ ଲାଇକ ଓ ଫାଲୋ କରନ୍ତୁ । ଯଦି ଏହି ପୋଷ୍ଟଟି ଆପଣଙ୍କ ମନକୁ ଛୁଇଁଛି ତେବେ ଏହା ଅନ୍ୟ ମାନଙ୍କ ସହ ସେୟାର କରନ୍ତୁ ଧନ୍ୟବାଦ ।

About admin

Check Also

ଆମ ଓଡ଼ିଆ ଝିଅ ଗୀତ ଶୁଣି ଝୁମୁଚି ସାରା ଦେଶ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ରେ ଥିବା ସମସ୍ତ ଲୋକ ପ୍ରିୟ ଗାୟକ ଗାୟିକା ମାନ …

Leave a Reply

Your email address will not be published. Required fields are marked *