Breaking News

ନିଜ ମାଆ ଙ୍କ ଜନ୍ମ ଦିନ ଟି କୁ ବେଶ୍ ଧୁମ୍ ଧାମରେ ପାଳନ କଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ (Varsha Priyadarshini) – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ବର୍ତ୍ତମାନ ସମୟ ରେ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ବେଶ୍ ଲୋକ ପ୍ରିୟ ହୋଇ ପାରିଛି । ଏହି ଓଡ଼ିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତ୍ରୀ ମାନେ ଅଛନ୍ତି ।କିଏ ଚଳଚ୍ଚିତ୍ର ରେ ଅଭିନୟ କରି ତ ଆଉ କିଏ ଧାରାବାହିକ ଜଗତ ରେ ଅଭିନୟ କରି । ନିଜ ନିଜ ଜବରଦସ୍ତ ଅଭିନୟ ପାଇଁ ସମସ୍ତେ ବେଶ୍ ଲୋକ ପରିଚିତ ।

ଆପଣ ମାନେ ଜାଣିଥିବେ ଯେ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତ୍ରୀ ମାନେ ଅଛନ୍ତି ଯେଉଁ ମାନ ଙ୍କ ଅଭିନୟ ଆଉ ଦେଖିବାକୁ ମିଳୁନାହିଁ କିନ୍ତୁ ସେମାନେ ଶୋଷିଆଲ ମିଡ଼ିଆ ରେ ବେଶ୍ ସକ୍ରିୟ ରହି ଥାଆନ୍ତି ଓ ବେଳେ ନିଜ ବ୍ୟକ୍ତିଗତ ଜୀବନ ର ଦୃଶ୍ୟ କୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ରେ ରୁହନ୍ତି । ବର୍ତ୍ତମାନ ସମୟ ରେ ଠିକ୍ ସେହିଭଳି ଜଣେ ଲୋକ ପ୍ରିୟ ଅଭିନେତ୍ରୀ ବେଶ୍ ଚର୍ଚ୍ଚା ରେ ଅଛନ୍ତି ।

ଏହି ଅଭିନେତ୍ରୀ ଜଣକ ହେଉଛନ୍ତି ଚଳଚ୍ଚିତ୍ର ଜଗତ ର ଆଗ ଧାଡ଼ି ର ଅଭିନେତ୍ରୀ । ଏହି ଅଭିନେତ୍ରୀ ଜଣକ ହେଉଛନ୍ତି ଆପଣ ମାନ ଙ୍କ ପ୍ରିୟ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଏହି ଅଭିନେତ୍ରୀ ଙ୍କୁ ଆପଣ ମାନେ ବେଶ୍ ଭଲ ଭାବରେ ଜାଣିଥିବେ , ବର୍ଷା ପ୍ରିୟଦର୍ଶିନୀ ଦୀର୍ଘ ବର୍ଷ ହେବ ଓଡ଼ିଆ ଇଣ୍ଡଷ୍ଟ୍ରି ରେ କାମ କରି ଆସୁଛନ୍ତି ।

ସେ ବହୁ ସାରା ଚଳଚ୍ଚିତ୍ର ରେ ନିଜ ଜବରଦସ୍ତ ଅଭିନୟ ଦେଖାଇ ଛନ୍ତି ଚଳଚ୍ଚିତ୍ର ଜଗତ ର ଆଗ ଧାଡ଼ି ର ଅଭିନେତ୍ରୀ ଭାବେ ବେଶ୍ ପରିଚିତ । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଯିଏ ନିଜ ଅଭିନୟ ଜୀବନୀ ମଧ୍ୟ ରେ ବହୁ ସାରା ଚଳଚ୍ଚିତ୍ର ରେ ମୁଖ୍ୟ ଅଭିନେତ୍ରୀ ଚରିତ୍ର ରେ ନଜର ଆସି ଛନ୍ତି ଅନେକ ଲୋକ ପ୍ରିୟ ଅଭିନେତା ଙ୍କ ସହ ।ଆପଣ ମାନେ ନିଶ୍ଚିନ୍ତ ଭାବ ରେ ତାଙ୍କ ଜବରଦସ୍ତ ଅଭିନୟ ଦେଖିଥିବେ ।

ନିଜ ଜବରଦସ୍ତ ଅଭିନୟ ପାଇଁ ସେ ଆଜି ଓଡ଼ିଶା ର ଘର ଘରେ ପରିଚିତ ହୋଇ ପାରିଛନ୍ତି ଓ ଓଡ଼ିଶା ର ସମସ୍ତ ଦର୍ଶକ ମାନେ ମଧ୍ୟ ତାଙ୍କ ଅଭିନୟ କୁ ବହୁତ୍ ସାରା ଭଲ ପାଇବା ଦେଇଛନ୍ତି । ଏହି ଅଭିନେତ୍ରୀ ଜଣକ ବର୍ତ୍ତମାନ ସମୟରେ ସୋସିଆଲ ମିଡ଼ିଆ ରେ ବେଶ୍ ଚର୍ଚ୍ଚା ରେ ଅଛନ୍ତି । ବର୍ଷା ପ୍ରିୟଦର୍ଶିନୀ ଙ୍କ ନଜର ଆସିଛନ୍ତି ତାଙ୍କର ସମସ୍ତ ଭଉଣୀ ମାନେ ।

ସମସ୍ତ ଭଉଣୀ ମାନେ ଏକାଠି ହୋଇ ନିଜ ମାଆ ଙ୍କ ଜନ୍ମ ଦିନ ଟି କୁ ବେଶ୍ ଧୁମ୍ ଧାମରେ ପାଳନ କରି ଛନ୍ତି । ଏହି ଜନ୍ମଦିନ କେକ କଟା ହୋଇଛି । ଏହି ଜନ୍ମ ଦିନ ଟି ବେଶ୍ ଧୁମ୍ ଧାମରେ ପାଳନ କରି ଥିବାର ଦୃଶ୍ୟ ସୋସିଆଲ ମିଡ଼ିଆ ରେ ଦେଖିବାକୁ ମିଳିଛି ଓ ଯାହାକି ଆପଣ ମାନେ ଆମର ଏହି ପେଜ ମାଧ୍ୟମରେ ଦେଖିବାକୁ ପାଉ ଥିବେ ।।

ଯଦି ଆପଣ ଏମିତି ପ୍ରତି ଦିନର ନୂଆ ନୂଆ ଦେଶ ଦୁନିଆର ଖବର ସହିତ ମନୋରଞ୍ଜନ, ଧର୍ମ, ସ୍ୱାସ୍ଥ୍ୟ ଏମିତି ଆହୁରି ଅନେକ କିଛି ଖବର ଜାଣିବା ପାଇଁ ଚାହୁଁଛନ୍ତି ଆମ ପେଜକୁ ଲାଇକ ଓ ଫାଲୋ କରନ୍ତୁ । ଯଦି ଏହି ପୋଷ୍ଟଟି ଆପଣଙ୍କ ମନକୁ ଛୁଇଁଛି ତେବେ ଏହା ଅନ୍ୟ ମାନଙ୍କ ସହ ସେୟାର କରନ୍ତୁ ଧନ୍ୟବାଦ ।

About admin

Check Also

ଆମ ଓଡ଼ିଆ ଝିଅ ଗୀତ ଶୁଣି ଝୁମୁଚି ସାରା ଦେଶ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ରେ ଥିବା ସମସ୍ତ ଲୋକ ପ୍ରିୟ ଗାୟକ ଗାୟିକା ମାନ …

Leave a Reply

Your email address will not be published. Required fields are marked *