ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ବର୍ତ୍ତମାନ ସମୟ ରେ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ମାନେ ଅଛନ୍ତି । ଏହି ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ମାନ ଙ୍କ ମଧ୍ୟ ରୁ ବହୁ କମ୍ ଅଭିନେତ୍ରୀ ମାନେ ଅଛନ୍ତି ଯେଉଁ ମାନେ କି ବହୁ ସାରା ଚଳଚ୍ଚିତ୍ର ଓ ଧାରାବାହିକ ରେ ଅଭିନୟ କରି ବେଶ୍ ଲୋକ ପ୍ରିୟ ହୋଇ ପାରିଛନ୍ତି । ଏହି ସମସ୍ତ ଅଭିନେତା ଓ ଅଭିନେତ୍ରୀ ମାନ ଙ୍କୁ ଆପଣ ମାନେ ବେଶ୍ ଭଲ ଭାବରେ ଜାଣିଥିବେ ।
ଓଡ଼ିଆ ଇଣ୍ଡଷ୍ଟ୍ରି ରେ ଥିବା ସମସ୍ତ ଲୋକ ପ୍ରିୟ ଅଭିନେତ୍ରୀ ମାନେ ଅଭିନୟ ସହ ସୋସିଆଲ ମିଡ଼ିଆ ରେ ବେଶ୍ ସକ୍ରିୟ ରହିବା ସହ ବେଳେ ବେଳେ ବେଶ୍ ଚର୍ଚ୍ଚା ରେ ରୁହନ୍ତି , ନିଜ ବ୍ୟକ୍ତିଗତ ଜୀବନ କୁ ନେଇ । ବର୍ତ୍ତମାନ ସମୟ ରେ ସେହିଭଳି ଜଣେ ଅଭିନେତ୍ରୀ ବେଶ୍ ଚର୍ଚ୍ଚା ରେ ଅଛନ୍ତି ଓ ଆଜି ଆମେ ସେହି ବିଷୟ ରେ ଜାଣିବା ଆମର ଏହି ପେଜ ମାଧ୍ୟମ ରେ ।
ଓଡ଼ିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତ୍ରୀ ମାନେ ଅଛନ୍ତି ଯେଉଁ ମନେ ଅଭିନୟ ଦୁନିଆ ରୁ ଦୂରେଇ ହୋଇଛନ୍ତି କିଛି କାରଣ ପାଇଁ ସବୁଠାରୁ ବଡ କାରଣ ହେଉଛି ଅଭିନେତ୍ରୀ ମାନେ ବିବାହ ବନ୍ଧନ ରେ ବାନ୍ଧି ହେବା ପରେ ସୋସିଆଲ ମିଡ଼ିଆ ଠାରୁ ଦୂରେଇ ହୋଇ ରୁହନ୍ତି । ଆପଣ ମାନେ ଜାଣିଥିବେ ଯେ ଅତି ନିକଟ ରେ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ଲିପ୍ସା ମିଶ୍ର ବିବାହ ବନ୍ଧନ ରେ ବାନ୍ଧି ହୋଇ ଛନ୍ତି ।
ବିବାହ କରିବା ପରେ ଅଭିନେତ୍ରୀ ଲିପ୍ସା ମିଶ୍ର ଅଭିନୟ ଦୁନିଆ ରୁ ଦୂରେଇ ହୋଇ ରହିଛନ୍ତି । ଆପଣ ମାନେ ଅଭିନେତ୍ରୀ ଲିପ୍ସା ଙ୍କୁ ବେଶ୍ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ଜନକ ନିଜ ଅଭିନୟ ଜୀବନୀ ମଧ୍ୟ ରେ ବହୁ ସାରା ଚଳଚିତ୍ର ଓ ଧାରାବାହିକ ରେ ଦେଖାଇ ବେଶ୍ ଲୋକ ପ୍ରିୟ ହୋଇ ପାରିଛନ୍ତି । ନିଜ ଜବରଦସ୍ତ ଅଭିନୟ ପାଇଁ ସେ ବହୁତ୍ ସାରା ଭଲ ପାଇବା ପାଇଛନ୍ତି।
ଅଭିନେତ୍ରୀ ଲିପ୍ସା ମିଶ୍ର ଯିଏ କି ଦୀର୍ଘ ବର୍ଷ ଅଭିନୟ କରି ଆସୁଛନ୍ତି ଓ ଆପଣ ମାନେ ନିଶ୍ଚିନ୍ତ ଭାବରେ ତାଙ୍କ ଅଭିନୟ ଦେଖିଥିବେ । ଆପଣ ମାନେ ଜାଣିଥିବେ ଅଭିନେତ୍ରୀ ଲିପ୍ସା ମିଶ୍ର ଅତି ନିକଟ ରେ ବିବାହ ବନ୍ଧନ ରେ ବାନ୍ଧି ହୋଇଛନ୍ତି ଓ ତାଙ୍କ ସ୍ଵାମୀ ଙ୍କ ନାମ ହେଉଛି ଆକାଶ । ଲିପ୍ସା ମିଶ୍ର ବିବାହ ବନ୍ଧନ ରେ ବାନ୍ଧି ହେବା ପରେ ବର୍ତ୍ତମାନ ସମୟ ରେ ନିଜ ଶଶୁର ଘରେ ବେଶ୍ ଖୁସି ରେ ଅଛନ୍ତି ।
ବର୍ତ୍ତମାନ ସମୟ ରେ ଅଭିନେତ୍ରୀ ଲିପ୍ସା ମିଶ୍ର ବିବାହ ପରେ ନିଜ ସ୍ବାମୀ ଙ୍କ ସହ ପ୍ରଥମ ଥର ପୁରୀ ଯାଇଛନ୍ତି ଓ ମହା ପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ଦର୍ଶନ କରିବା ସହ ଅନେକ ସ୍ଥାନ ବୁଲୁଥିବାର ଦୃଶ୍ୟ ସୋସିଆଲ ମିଡ଼ିଆ ରେ ଦେଖିବାକୁ ମିଳିଛି ଓ ଯାହାକି ଆପଣ ମାନେ ଆମର ଏହି ପେଜ ମାଧ୍ୟମରେ ଦେଖିବାକୁ ପାଉ ଥିବେ ।।
ଯଦି ଆପଣ ଏମିତି ପ୍ରତି ଦିନର ନୂଆ ନୂଆ ଦେଶ ଦୁନିଆର ଖବର ସହିତ ମନୋରଞ୍ଜନ, ଧର୍ମ, ସ୍ୱାସ୍ଥ୍ୟ ଏମିତି ଆହୁରି ଅନେକ କିଛି ଖବର ଜାଣିବା ପାଇଁ ଚାହୁଁଛନ୍ତି ଆମ ପେଜକୁ ଲାଇକ ଓ ଫାଲୋ କରନ୍ତୁ । ଯଦି ଏହି ପୋଷ୍ଟଟି ଆପଣଙ୍କ ମନକୁ ଛୁଇଁଛି ତେବେ ଏହା ଅନ୍ୟ ମାନଙ୍କ ସହ ସେୟାର କରନ୍ତୁ ଧନ୍ୟବାଦ ।