Breaking News

ବନ୍ୟା ପ୍ରଭାବିତ ଲୋକଙ୍କୁ ସାହାର୍ଯ୍ୟ କରୁଛନ୍ତି ହିରୋ ଶ୍ରୀତମ ଦାସ (Sritam Das) – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତା ମାନେ ଅଛନ୍ତି ଓ ଏହି ଅଭିନେତା ମାନେ ନିଜ ଅଭିନୟ ପାଇଁ ବେଶ୍ ଲୋକ ପରିଚିତ । ଆପଣ ମାନେ ଜାଣିଥିବେ ଯେ ଏହି ଅଭିନେତା ମାନେ ବେଳେବେଳେ ସୋସିଆଲ ମିଡ଼ିଆ ରେ ବେଶ୍ ଚର୍ଚ୍ଚା ରେ ଥାଆନ୍ତି ନିଜ ନିଜ କାର୍ଯ୍ୟ ପାଇଁ ।

ତାହେଲେ ବନ୍ଧୁଗଣ ବର୍ତ୍ତମାନ୍ ସମୟ ରେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଜଣେ ଲୋକ ପ୍ରିୟ ଅଭିନେତା ସେହିଭଳି ଭାବେ ବେଶ୍ ଚର୍ଚ୍ଚା ରେ ଅଛନ୍ତି ଓ ତାଙ୍କ ଏହି କାର୍ଯ୍ୟ ପାଇଁ ଲୋକ ମାନେ ତାଙ୍କୁ ଅନେକ ପ୍ରଶଂସା କରୁଛନ୍ତି , ଆସନ୍ତୁ ଜାଣିବା ଏହି ଅଭିନେତା ଜଣକ କିଏ ଓ ସେ କେଉଁ କାର୍ଯ୍ୟ ପାଇଁ ବେଶ୍ ଚର୍ଚ୍ଚା ରେ ଅଛନ୍ତି ।

ତାହେଲେ ବନ୍ଧୁଗଣ ଏହି ଅଭିନେତା ଜଣକ ହେଉଛନ୍ତି ଆପଣ ମାନ ଙ୍କ ପ୍ରିୟ ଅଭିନେତା ଶ୍ରୀତମ ଦାସ । ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ର ଆଗ ଧାଡ଼ି ର ଅଭିନେତା , ଏହି ଅଭିନେତା ଜଣକ ଓଡ଼ିଆ ଇଣ୍ଡଷ୍ଟ୍ରି ରେ ଦୀର୍ଘ ବର୍ଷ ହେବ କାମ କରି ଆସୁଛନ୍ତି ଓ ସେ ଅନେକ ଚଳଚ୍ଚିତ୍ର ରେ ଅଭିନୟ କରି ସାରିଛନ୍ତି ।

ଆପଣ ମାନେ ଏହି ଅଭିନେତା ଙ୍କ ଜବରଦସ୍ତ ଅଭିନୟ ବହୁ ସାରା ଚଳଚ୍ଚିତ୍ର ରେ ଦେଖିଥିବେ । ନିଜ ଜବରଦସ୍ତ ଅଭିନୟ ପାଇଁ ସେ ଓଡ଼ିଆ ଇଣ୍ଡଷ୍ଟ୍ରି ରେ ଅନେକ ନାମ ଅର୍ଜନ କରିବା ସହିତ ଓଡ଼ିଶା ର ଘର୍ ଘରେ ପରିଚିତ । ଏହି ଅଭିନେତା ଜଣକ ବହୁ ଚଳଚ୍ଚିତ୍ର ରେ ଭିନ୍ନ ଭିନ୍ନ ଚରିତ୍ର ରେ ନଜର ଆସି ଥାଆନ୍ତି ।

କେତେବେଳେ ମୁଖ୍ୟ ଅଭିନେତା ଭାବେ ନଜର ଆସୁଥିଲେ ଓ ବର୍ତ୍ତମାନ୍ ସମୟ ରେ ନେଗେଟିଭ ଚରିତ୍ର ରେ ନଜର ଆସୁଛନ୍ତି । କେବଳ ଅଭିନୟ ଦୁନିଆ ରେ ନୁହେଁ ବରଂ ଏହି ଅଭିନେତା ଜଣକ ତାଙ୍କ ଜୀବନୀ ମଧ୍ୟ ରେ ସେ ଅନେକ ଆଲବମ୍ ରେ ମଧ୍ୟ ନଜର ଆସିଥିଲେ । ବର୍ତ୍ତମାନ୍ ସମୟ ରେ ଅଭିନେତା ଶ୍ରୀତମ ଦାସ ବେଶ୍ ଚର୍ଚ୍ଚା ରେ ଅଛନ୍ତି ।

ହଁ ବନ୍ଧୁ ଏହି ଅଭିନେତା ଜଣକ ବର୍ତ୍ତମାନ୍ ସମୟ ରେ ଶୁଖିଲା ଖାଦ୍ୟ ଲୋକ ମାନ ଙ୍କୁ ବାଣ୍ଟୁ ଥିବାର ଦୃଶ୍ୟ ଦେଖିବାକୁ ମିଳିଛି । ହଁ ବନ୍ଧୁ ବନ୍ୟା ରେ ଫସି ରହିଥିବା ଲୋକ ମାନ ଙ୍କ ପାଖ କୁ ଯାଇ ଶୁଖିଲା ଖାଦ୍ୟ ବାଣ୍ଟି ଥିବାର ଦୃଶ୍ୟ ଦେଖିବାକୁ ମିଳିଛି ଓ ଯାହାକି ଆପଣ ମାନେ ଆମର ଏହି ପେଜ ମାଧ୍ୟମ ରେ ।।

ଯଦି ଆପଣ ଏମିତି ପ୍ରତି ଦିନର ନୂଆ ନୂଆ ଦେଶ ଦୁନିଆର ଖବର ସହିତ ମନୋରଞ୍ଜନ, ଧର୍ମ, ସ୍ୱାସ୍ଥ୍ୟ ଏମିତି ଆହୁରି ଅନେକ କିଛି ଖବର ଜାଣିବା ପାଇଁ ଚାହୁଁଛନ୍ତି ଆମ ପେଜକୁ ଲାଇକ ଓ ଫାଲୋ କରନ୍ତୁ । ଯଦି ଏହି ପୋଷ୍ଟଟି ଆପଣଙ୍କ ମନକୁ ଛୁଇଁଛି ତେବେ ଏହା ଅନ୍ୟ ମାନଙ୍କ ସହ ସେୟାର କରନ୍ତୁ ଧନ୍ୟବାଦ।

About admin

Check Also

ଆମ ଓଡ଼ିଆ ଝିଅ ଗୀତ ଶୁଣି ଝୁମୁଚି ସାରା ଦେଶ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ରେ ଥିବା ସମସ୍ତ ଲୋକ ପ୍ରିୟ ଗାୟକ ଗାୟିକା ମାନ …

Leave a Reply

Your email address will not be published. Required fields are marked *