ଦର୍ଶକ ବନ୍ଧୁ ଆପଣ ମାନେ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ମାନ ଙ୍କୁ ବେଶ୍ ଭଲ ଭାବରେ ଜାଣିଥିବେ । ଏହି ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ମାନେ ନିଜ ଜବରଦସ୍ତ ଅଭିନୟ ପାଇଁ ବେଶ୍ ଲୋକ ପରିଚିତ । ଆପଣ ମାନେ ଜାଣିଥିବେ ଯେ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ମାନେ ନିଜ ଜବରଦସ୍ତ ଅଭିନୟ ପାଇଁ ବେଶ୍ ଲୋକ ପରିଚିତ ହେବା ସହ ସୋସିଆଲ ମିଡ଼ିଆ ରେ ବେଶ୍ ସକ୍ରିୟ ରହି ଥାଆନ୍ତି ।
ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ମାନ ଙ୍କୁ ବେଶ୍ ଭଲ ଭାବରେ ଜାଣିଥିବେ । ଓଡ଼ିଆ ଇଣ୍ଡଷ୍ଟ୍ରି ରେ ଥିବା ସମସ୍ତ ଲୋକ ପ୍ରିୟ ଅଭିନେତ୍ରୀ ମାନ ଙ୍କ ମଧ୍ୟ ରୁ ପ୍ରତ୍ୟେକ ଦିନ ଅଭିନେତ୍ରୀ ପ୍ରତ୍ୟେକ କିଛି ନା କିଛି ଦୃଶ୍ୟ ପାଇଁ ସୋସିଆଲ ମିଡ଼ିଆ ରେ ବେଶ୍ ଚର୍ଚ୍ଚା ରେ ରୁହନ୍ତି ଓ ବର୍ତ୍ତମାନ ସମୟ ରେ ସେହିଭଳି ଜଣେ ଲୋକ ପ୍ରିୟ ଅଭିନେତ୍ରୀ ବେଶ୍ ଚର୍ଚ୍ଚା ରେ ଅଛନ୍ତି ।
ଓଡ଼ିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତ୍ରୀ ମାନେ ଅଛନ୍ତି ଯେଉଁ ମାନେ କି ସୋସିଆଲ ମିଡ଼ିଆ ରେ ବେଶ୍ ଚର୍ଚ୍ଚା ରେ ରୁହନ୍ତି କିଛି ବ୍ୟକ୍ତିଗତ ଦୃଶ୍ୟ କୁ ନେଇ । ଆପଣ ମାନେ ଅଭିନେତ୍ରୀ ଲିପ୍ସା ମିଶ୍ର ଙ୍କୁ ବେଶ୍ ଭଲ ଭାବରେ ଜାଣିଥିବେ । ଏହି ଲୋକ ପ୍ରିୟ ଅଭିନେତ୍ରୀ ଜଣକ ବର୍ତ୍ତମାନ ସମୟ ରେ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ରେ ଅଛନ୍ତି ।
ଆପଣ ମାନେ ଅଭିନେତ୍ରୀ ଲିପ୍ସା ଙ୍କ ଜବରଦସ୍ତ ଅଭିନୟ ଦେଖିଥିବେ ବହୁ ସାରା ଚଳଚ୍ଚିତ୍ର ଓ ଧାରାବାହିକ । ନିଜ ଅଭିନୟ ଜୀବନୀ ମଧ୍ୟ ସେ ବହୁ ସାରା ଚଳଚ୍ଚିତ୍ର ଓ ଧାରାବାହିକ ରେ ନିଜ ଜବରଦସ୍ତ ଅଭିନୟ ଦେଖାଇ ଓଡ଼ିଶା ର ଘର ଘରେ ପରିଚିତ ହେବା ସହ ଓଡ଼ିଆ ଇଣ୍ଡଷ୍ଟ୍ରି ରୁ ଅନେକ ନାମ ଅର୍ଜନ କରିବା ସହ ଅନେକ କିଛି ପାଇଛନ୍ତି ।
ଅଭିନେତ୍ରୀ ଲିପ୍ସା ମିଶ୍ର ଯିଏ କେବଳ ଅଭିନୟ ବରଂ କିଛି ସୋ ର ଜଜ ମଧ୍ୟ ହୋଇଛନ୍ତି । ବର୍ତ୍ତମାନ ସମୟରେ ଏହି ଅଭିନେତ୍ରୀ ଜଣକ ବିବାହ ବନ୍ଧନ ରେ ବାନ୍ଧି ହୋଇଛନ୍ତି । ଲିପ୍ସା ମିଶ୍ର ଙ୍କ ସ୍ବାମୀ ନାମ ହେଉଛି ଆକାଶ । ବିବାହ ଘର ଟି ବେଶ୍ ଧୁମ୍ ଧାମରେ ପାଳନ ହୋଇଛି ଓ ଲିପ୍ସା ମିଶ୍ର ବହୁତ୍ ସୁନ୍ଦର ଭାବ ରେ ସଜେଇ ହୋଇ ଛନ୍ତି ।
ସବୁଠୁ ବଡ କଥା ହେଲା ଯେ ଲିପ୍ସା ମିଶ୍ର ଓ ତାଙ୍କ ସ୍ଵାମୀ ପିନ୍ଧିଥିବା ପୋଷାକ କୋଲକାତା ଯାଇ ଅର୍ଡର ରଖି ଆଣିଛନ୍ତି । ବର୍ତ୍ତମାନ ସମୟ ରେ ଲିପ୍ସା ମିଶ୍ର ଆକାଶ କୁ ପାଇ ବହୁତ୍ ଖୁସି ଅଛନ୍ତି ଓ ନିଜ ମନ୍ ର କଥା କୁ ଏକ ଗଣ ମାଧ୍ୟମ ନିକଟ ରେ ପରିପ୍ରକାଶ କରୁ ଥିବାର ଦୃଶ୍ୟ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି ।।
ଯଦି ଆପଣ ଏମିତି ପ୍ରତି ଦିନର ନୂଆ ନୂଆ ଦେଶ ଦୁନିଆର ଖବର ସହିତ ମନୋରଞ୍ଜନ, ଧର୍ମ, ସ୍ୱାସ୍ଥ୍ୟ ଏମିତି ଆହୁରି ଅନେକ କିଛି ଖବର ଜାଣିବା ପାଇଁ ଚାହୁଁଛନ୍ତି ଆମ ପେଜକୁ ଲାଇକ ଓ ଫାଲୋ କରନ୍ତୁ । ଯଦି ଏହି ପୋଷ୍ଟଟି ଆପଣଙ୍କ ମନକୁ ଛୁଇଁଛି ତେବେ ଏହା ଅନ୍ୟ ମାନଙ୍କ ସହ ସେୟାର କରନ୍ତୁ ଧନ୍ୟବାଦ ।