ଦର୍ଶକ ବନ୍ଧୁ ବର୍ତ୍ତମାନ ସମୟ ରେ ଓଡ଼ିଆ ଇଣ୍ଡଷ୍ଟ୍ରି ବେଶ୍ ଲୋକ ପ୍ରିୟ ହୋଇ ପାରିଛି ଓ ଏହି ଓଡ଼ିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ମାନେ ଅଛନ୍ତି । ସମସ୍ତ ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ମାନ ଙ୍କୁ ଆପଣ ମାନେ ବେଶ୍ ଭଲ ଭାବରେ ଜାଣିଥିବେ । ସମସ୍ତ ଅଭିନେତା ଓ ଅଭିନେତ୍ରୀ ମାନେ ଧାରାବାହିକ ଏବଂ ଚଳଚ୍ଚିତ୍ର ରେ ନିଜ ଜବରଦସ୍ତ ଅଭିନୟ ଦେଖାଇ ବେଶ୍ ଲୋକ ପରିଚିତ ହୋଇ ପାରିଛନ୍ତି ।
ଏହି ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ମାନେ ସୋଷିଅଲ୍ ମିଡ଼ିଆ ରେ ବେଶ୍ ସକ୍ରିୟ ରହି ଥାଆନ୍ତି ।ବେଳେ ବେଳେ କିଛି ଦୃଶ୍ୟ କୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ରେ ରୁହନ୍ତି । ଓଡ଼ିଆ ଇଣ୍ଡଷ୍ଟ୍ରି ରେ ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ମାନ ଙ୍କ ମଧ୍ୟ ରୁ ବହୁ କମ୍ ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ଅଛନ୍ତି ଯେଉଁ ମାନେ କି ସୁଟିଂ ସେଟ୍ ରୁ ଭଲ ପାଇ ବିବାହ ବନ୍ଧନ ରେ ବାନ୍ଧି ହୋଇ ବେଶ୍ ଖୁସି ରେ ଅଛନ୍ତି ।
ଖୁସି ରେ ରହିବା ସହ ବାପା ମାଆ ହୋଇଛନ୍ତି ବାସ୍ତବିକ୍ ଜୀବନ ରେ । ଓଡ଼ିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତା ସୁଭାସିସ ଙ୍କୁ ଆପଣ ମାନେ ବେଶ୍ ଭଲ ଭାବରେ ଜାଣିଥିବେ । ଏହି ଅଭିନେତା ଜଣକ ନିଜ ଜବରଦସ୍ତ ଅଭିନୟ ପାଇଁ ବେଶ୍ ଲୋକ ପରିଚିତ ହୋଇ ପାରିଛନ୍ତି । ଅଭିନୟ ଜୀବନୀ ମଧ୍ୟ ରେ ଚଳଚ୍ଚିତ୍ର ଓ ଧାରାବାହିକ ରେ ଦେଖିଥିବେ ନିଜ ଜବରଦସ୍ତ ଅଭିନୟ ଅନେକ ପରିଚୟ ପାଇ ପାରିଛନ୍ତି ।
ବେଶ୍ ଲୋକ ପ୍ରିୟ ମଧ୍ୟ ହୋଇ ପାରିଛନ୍ତି । ଠିକ୍ ସେହିଭଳି ଆପଣ ମାନେ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ଆନିସା ଶର୍ମା ଙ୍କୁ ବେଶ୍ ଭଲ ଭାବରେ ଜାଣିଥିବେ । ଅନିଶା ଶର୍ମା ନିଜ ଜୀବନୀ ମଧ୍ୟ ରେ ବହୁ ସାରା ଚଳଚ୍ଚିତ୍ର ଓ ଧାରାବାହିକ ରେ ଅଭିନୟ କରି ବେଶ୍ ଲୋକ ପ୍ରିୟ ହୋଇ ପାରିଛନ୍ତି । ସୁବାସିଶ ଓ ଆଣିଶା ଶର୍ମା ପରସ୍ପର କୁ ଭଲ ପାଇ ବିବାହ କରିଛନ୍ତି
ତାହେଲେ ବର୍ତ୍ତମାନ ସମୟ ଉଭୟ କନ୍ୟା ସନ୍ତାନ ବାପା ମାଆ ହୋଇଛନ୍ତି ତାଙ୍କ କନ୍ୟା ର ନାମ ହେଉଛି ଭିୟୋନା ଶର୍ମା । ବର୍ତ୍ତମାନ ସମୟ ରେ ଭୀୟୋନା ଶର୍ମା ଛୋଟ ପିଲା ହୋଇଥିଲେ ମଧ୍ୟ ସେ ଯାହା କିଛି କାର୍ଯ୍ୟ କରୁଛି ତାହା ଆପଣ ମାନେ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ । କେତେବେଳେ ଠାକୁର୍ ପୂଜା କରୁଛନ୍ତି ତ ଆଉ କେତେବେଳେ ତୁଳସୀ ଗଛ ରେ ପାଣି ଦେଉ ଥିବାର ଦୃଶ୍ୟ ଦେଖିବାକୁ ମିଳିଛି ।
ଏହି ଭଳି ଅନେକ କିଛି କାର୍ଯ୍ୟ କରୁ ଥିବାର ଦୃଶ୍ୟ ସୋସିଆଲ ମିଡ଼ିଆ ରେ ଦେଖିବାକୁ ମିଳିଛି ଯାହାକି ବେଶ୍ ଚର୍ଚ୍ଚା ରେ ଅଛି । ଏହି ଦୃଶ୍ୟ ଟି କୁ ଆପଣ ମାନେ ଆମର ଏହି ପେଜ ମାଧ୍ୟମରେ ଦେଖିବାକୁ ପାଉ ଥିବେ ।।
ଯଦି ଆପଣ ଏମିତି ପ୍ରତି ଦିନର ନୂଆ ନୂଆ ଦେଶ ଦୁନିଆର ଖବର ସହିତ ମନୋରଞ୍ଜନ, ଧର୍ମ, ସ୍ୱାସ୍ଥ୍ୟ ଏମିତି ଆହୁରି ଅନେକ କିଛି ଖବର ଜାଣିବା ପାଇଁ ଚାହୁଁଛନ୍ତି ଆମ ପେଜକୁ ଲାଇକ ଓ ଫାଲୋ କରନ୍ତୁ । ଯଦି ଏହି ପୋଷ୍ଟଟି ଆପଣଙ୍କ ମନକୁ ଛୁଇଁଛି ତେବେ ଏହା ଅନ୍ୟ ମାନଙ୍କ ସହ ସେୟାର କରନ୍ତୁ ଧନ୍ୟବାଦ ।