ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ର ଅନେକ ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ମାନେ ଅଛନ୍ତି । ଏହି ଅଭିନେତା ଓ ଅଭିନେତ୍ରୀ ମାନେ ନିଜ ଜବରଦସ୍ତ ଅଭିନୟ ପାଇଁ ବେଶ୍ ଲୋକ।ପରିଚିତ । ଆପଣ ମାନେ ଜାଣିଥିବେ ଯେ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ର କିଛି ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ସୋସିଆଲ ମିଡ଼ିଆ ରେ ବେଶ୍ ସକ୍ରିୟ ରହୁଛନ୍ତି ଓ ବେଳେ ବେଳେ ବେଶ୍ ଚର୍ଚ୍ଚା ରେ ରହୁଛନ୍ତି ।
ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ରେ ଅଭିନୟ କରୁଥିବା କିଛି ଅଭିନେତା ଓ ଅଭିନେତ୍ରୀ ଅଛନ୍ତି ଯେଉଁ ମାନେ କି ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ର ଶିଶୁ କଳାକାର ଭାବେ ବେଶ୍ ପରିଚିତ । ସେହିଭଳି ଜଣେ ଅଭିନେତା ହେଉଛନ୍ତି ଆପଣ ମାନ ଙ୍କ ପ୍ରିୟ ଅଭିନେତା ସ୍ଵରାଜ ବାରିକ ।
ବନ୍ଧୁଗଣ ଆପଣ ମାନେ ଏହି ଅଭିନେତା ମାନ ଙ୍କୁ ବେଶ୍ ଭଲ ଭାବରେ ଜାଣିଥିବେ ଓ ଏହି ଅଭିନେତା ଜଣକ ବହୁ କମ୍ ବୟସ ରୁ ଓଡ଼ିଆ ଇଣ୍ଡଷ୍ଟ୍ରି ରେ ଅଭିନୟ କରି ଆସୁଛନ୍ତି । ଏହି ଅଭିନେତା ଜଣକ ଶିଶୁ ଚରିତ୍ର ରେ ଅଭିନୟ କରି ନିଜ କ୍ୟାରିୟର ଆରମ୍ଭ କରିଥିଲେ ଓ ବର୍ତ୍ତମାନ୍ ସମୟ ରେ ମୁଖ୍ୟ ଅଭିନେତା ଚରିତ୍ର ରେ ନଜର ଆସୁଛନ୍ତି ।
ଅଭିନେତା ସ୍ଵରାଜ ବାରିକ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ରେ ବହୁ ସାରା ଚଳଚ୍ଚିତ୍ର ରେ ମୁଖ୍ୟ ଅଭିନେତା ଭାବେ ନଜର ଆସୁଛନ୍ତି । ଆପଣ ମାନେ ଅଭିନେତ୍ରୀ ଭୂମିକା ଦାସ ଙ୍କୁ ମଧ୍ୟ ବେଶ୍ ଭଲ ଭାବରେ ଜାଣିଥିବେ ଓ ଏହି ଅଭିନେତ୍ରୀ ଜଣକ ମଧ୍ୟ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ଲୋକ ପ୍ରିୟ ଅଭିନେତ୍ରୀ ହେବା ସହ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ର ଶିଶୁ କଳାକାର ଭାବରେ ବେଶ୍ ପରିଚିତ ।
ଆପଣ ମାନେ ତାଙ୍କ ଜବରଦସ୍ତ ଅଭିନୟ ତାଙ୍କ ଛୋଟ ବେଳୁ ଦେଖି ଆସୁଥିବେ । ନିଜ ଜବରଦସ୍ତ ଅଭିନୟ ପାଇଁ ସେ ବହୁତ କମ ବୟସ ରୁ ବେସ ଲୋକ ପ୍ରିୟ ହେବା ସହ ଘରେ ମଧ୍ୟ ପରିଚିତ ହୋଇଥିଲେ । ବର୍ତ୍ତମାନ ସମୟ ରେ ଭୂମିକା ସମସ୍ତ ଚଳଚିତ୍ର ରେ ମୁଖ୍ୟ ଅଭିନେତ୍ରୀ ଚରିତ୍ର ରେ ନଜର ଆସୁଛନ୍ତି ।
ସ୍ଵରାଜ ଓ ଭୂମିକା ବହୁ ସାରା ଚଳଚ୍ଚିତ୍ର ରେ ଏକାଠି ନଜର ଆସିଛନ୍ତି ଓ ଉଭୟ ଙ୍କୁ ନେଇ ଆଗାମୀ ଦିନ ମାନ ଙ୍କ ରେ ଏକ ଚଳଚ୍ଚିତ୍ର ଆସିବାକୁ ଯାଉଛି ଓ ଯାହାର ସୁଟିଂ ସେଟ ଚାଲିଛି । ଉଭୟ ଙ୍କ ଏକ ଭିଡିଓ ସୋସିଆଲ ମିଡ଼ିଆ ରେ ଦେଖିବାକୁ ମିଳିଛି ଓ ଏହି ଭିଡିଓ ରେ ଉଭୟ ସୁଟିଂ ପାଇଁ ସମୁଦ୍ର କୂଳ କୁ ଯାଇ ସେଠାରେ ବହୁ ସାରା ମଜା ମସ୍ତି କରୁ ଥିବାର ଦୃଶ୍ୟ ଦେଖିବାକୁ ମିଳିଛି ।।
ଯଦି ଆପଣ ଏମିତି ପ୍ରତି ଦିନର ନୂଆ ନୂଆ ଦେଶ ଦୁନିଆର ଖବର ସହିତ ମନୋରଞ୍ଜନ, ଧର୍ମ, ସ୍ୱାସ୍ଥ୍ୟ ଏମିତି ଆହୁରି ଅନେକ କିଛି ଖବର ଜାଣିବା ପାଇଁ ଚାହୁଁଛନ୍ତି ଆମ ପେଜକୁ ଲାଇକ ଓ ଫାଲୋ କରନ୍ତୁ । ଯଦି ଏହି ପୋଷ୍ଟଟି ଆପଣଙ୍କ ମନକୁ ଛୁଇଁଛି ତେବେ ଏହା ଅନ୍ୟ ମାନଙ୍କ ସହ ସେୟାର କରନ୍ତୁ ଧନ୍ୟବାଦ।