Breaking News

USA ରେ ହିରୋଇନ ଏଲିନା (Elina) ଙ୍କ ଜନ୍ମଦିନ ବଡ ଧୁମା ଧାମରେ ପାଳନ ହେଲା, କା-ନ୍ଦି-ଲେ ଏଲିନା – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ବର୍ତ୍ତମାନ୍ ସମୟ ରେ ଆମ ଓଡିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ।ପ୍ରିୟ ଅଭିନେତ୍ରୀ ମାନେ ଅଛନ୍ତି ଓ ଏହି ଅଭିନେତ୍ରୀ ମାନେ ନିଜ ଜବରଦସ୍ତ ଅଭିନୟ ପାଇଁ ବେଶ୍ ଲୋକ ପରିଚିତ । ଆପଣ ମାନେ ଜାଣିଥିବେ ଏହି ଅଭିନେତ୍ରୀ ମାନେ ସୋସିଆଲ ମିଡ଼ିଆ ରେ ବେଶ୍ ସକ୍ରିୟ ରହିବା ସହ ବେଳେ ବେଳେ ବେଶ୍ ଚର୍ଚ୍ଚା ରେ ଥାଆନ୍ତି ।


ତାହେଲେ ବର୍ତ୍ତମାନ ସମୟ ରେ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ର ଜଣେ ଲୋକ।ପ୍ରିୟ ଅଭିନେତ୍ରୀ ସେହିଭଳି ଭାବେ ବେଶ୍ ବେଶ୍ ଚର୍ଚ୍ଚା ରେ ଅଛନ୍ତି , ଓ ଆଜି ଆମେ ଏହି ବିଷୟ ରେ ଜାଣିବା ଆମର ଏହି ପେଜ ମାଧ୍ୟମ ରେ । ଆପଣ ଅଭିନେତ୍ରୀ ଏଲିନା ସାମନ୍ତରାୟ ଙ୍କୁ ବେଶ୍ ଭଲ ଭାବରେ ଜାଣିଥିବେ ଓ ଏହି ଅଭିନେତ୍ରୀ ଜଣକ ବର୍ତ୍ତମାନ୍ ସମୟ ରେ ବେଶ୍ ଚର୍ଚ୍ଚା ରେ ଅଛନ୍ତି ।


ତାହେଲେ ବନ୍ଧୁଗଣ ଆପଣ ମାନେ ଏଲିନା ସାମନ୍ତରାୟ ଙ୍କୁ ବହୁ ସାରା ଚଳଚ୍ଚିତ୍ର ରେ ଜବରଦସ୍ତ ଅଭିନୟ କରିଥିବା ର ଆପଣ ମାନେ ଦେଖିଥିବେ । ଏଲିନା ନିଜ ଅଭିନୟ ପାଇଁ ଆଜି ସାରା ଓଡ଼ିଶା ର ଘର୍ ଘରେ ପରିଚିତ । ନିଜ ଜବରଦସ୍ତ ଅଭିନୟ ପାଇଁ ବେଶ୍ ଲୋକ। ପରିଚିତ ହେବା ସହ ଓଡିଆ ଇଣ୍ଡଷ୍ଟ୍ରି ରେ ଏକ ସ୍ବତନ୍ତ୍ର ପରିଚୟ ପାଇ ପାରିଛନ୍ତି ।

ତାହଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଅଭିନେତ୍ରୀ ଏଲିନା ସାମନ୍ତରାୟ ଏକ ରିଆଳୀଟ ସୋ ମାଧ୍ୟମ ରେ ଓଡ଼ିଆ ଇଣ୍ଡଷ୍ଟ୍ରି ପ୍ରବେଶ କରିଥିଲେ । ତେବେ ବର୍ତ୍ତମାନ୍ ସମୟ ରେ ଅଭିନେତ୍ରୀ ଏଲିନା ସାମନ୍ତରାୟ ଆମ ଓଡିଆ ଇଣ୍ଡଷ୍ଟ୍ରି ର ସମସ୍ତ ଲୋକ ପ୍ରିୟ ଅଭିନେତା ମାନ ଙ୍କ ସହ ଅଭିନୟ କରି ସାରିଛନ୍ତି ।

ତାହେଲେ ଏଲିନା ବର୍ତ୍ତମାନ ସମୟ ରେ ଆମେରିକା ରେ ଅଛନ୍ତି ଓ ଗତ କାଲି ଏଲିନା ଙ୍କ ଜନ୍ମ ଦିନ ହୋଇଥିଲା , ଏହି ଜନ୍ମ ଦିନ ଅବସର ରେ ଏଲିନା ଟିକେ ମନ ଦୁଃଖ କରିଥିଲେ କାରଣ ସେ ନିଜ ଜନ୍ମ।ଦିନ ଟି କୁ ନିଜ ପରିବାର ଲୋକ ଙ୍କ ସହ ପାଳନ କରି ପାରିଲେ ନାହିଁ । ଏଲିନା ଆମେରିକା ରେ ନିଜ ଜନ୍ମ ଦିନ କୁ ବେଶ୍ ଧୁମ୍ ଧାମରେ ପାଳନ କରିଛନ୍ତି ।

ହଁ ବନ୍ଧୁ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତା ସବ୍ୟସଚି ଓ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏଲିନା ଙ୍କ ଜନ୍ମ ଦିନ ଟି କୁ ବେଶ୍ ଧୁମ୍ ଧାମରେ ପାଳନ କରିଛନ୍ତି ଓ ଯାହାର ଦୃଶ୍ୟ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି ଓ ଆପଣ ମାନେ ମଧ୍ୟ ଦେଖିବାକୁ ପାଉଥିବେ ।। ଯଦି ଆପଣ ଏମିତି ପ୍ରତି ଦିନର ନୂଆ ନୂଆ ଦେଶ ଦୁନିଆର ଖବର ସହିତ ମନୋରଞ୍ଜନ, ଧର୍ମ, ସ୍ୱାସ୍ଥ୍ୟ ଏମିତି ଆହୁରି ଅନେକ କିଛି ଖବର ଜାଣିବା ପାଇଁ ଚାହୁଁଛନ୍ତି ଆମ ପେଜକୁ ଲାଇକ ଓ ଫାଲୋ କରନ୍ତୁ । ଯଦି ଏହି ପୋଷ୍ଟଟି ଆପଣଙ୍କ ମନକୁ ଛୁଇଁଛି ତେବେ ଏହା ଅନ୍ୟ ମାନଙ୍କ ସହ ସେୟାର କରନ୍ତୁ ଧନ୍ୟବାଦ ।

About admin

Check Also

ହିରୋଇନ ଝିଲ୍ଲିକ (Jhilik) ଙ୍କ ଜନ୍ମଦିନରେ ପହଞ୍ଚିଲେ ସବୁ ହିରୋ ହିରୋଇନ – ଦେଖନ୍ତୁ ଭିଡିଓ

ନିକଟରେ ଅଭିନେତ୍ରୀ ଝିଲୀକ୍ ତାଙ୍କ ଜନ୍ମଦିନ ପାଳନ କରିଛନ୍ତି। ବହୁତ୍ ଧୁମ୍ ଧାମରେ ଅଭିନେତ୍ରୀ ଝିଲିକ୍ ଙ୍କ ଜନ୍ମ ଦିନ …

Leave a Reply

Your email address will not be published. Required fields are marked *